ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଆଇସିସି ପୁରୁଷ କ୍ରିକେଟ ବିଶ୍ୱକପ୍ ୨୦୨୩ର ପ୍ରଥମ ଦୁଇଟି ମ୍ୟାଚ ଜିତିବା ପାଇଁ ଭାରତୀୟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

प्रविष्टि तिथि: 11 OCT 2023 10:12PM by PIB Bhubaneshwar

ଅଷ୍ଟ୍ରେଲିଆ ଏବଂ ଆଫଗାନିସ୍ତାନ ବିପକ୍ଷରେ ଆଇସିସି ପୁରୁଷ କ୍ରକେଟ ବିଶ୍ୱକପ୍ ୨୦୨୩ରେ ପ୍ରଥମ ଦୁଇଟି ମ୍ୟାଚ୍ ଜିତିଥିବାରୁ ଭାରତୀୟ କ୍ରିକେଟ ଦଳକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି

 

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

 

ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ମ୍ୟାଚରେ ସ୍ମରଣୀୟ ବିଜୟ ପରେ ଆମ କ୍ରିକେଟ ଦଳ ବିଶ୍ୱକପରେ ଆଫଗାନିସ୍ତାନ ବିପକ୍ଷରେ ଚମତ୍କାର ବିଜୟ ସହ ଉତ୍କୃଷ୍ଟ ପ୍ରଦର୍ଶନ ଜାରି ରଖିଛନ୍ତି ଟିମକୁ ଅଭିନନ୍ଦନ

 

SR


(रिलीज़ आईडी: 1966913) आगंतुक पटल : 132
इस विज्ञप्ति को इन भाषाओं में पढ़ें: Bengali , English , Urdu , Marathi , हिन्दी , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam