ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ନାରୀ ଶକ୍ତି ବନ୍ଦନ ଅଧିନିୟମ ଆମ ଦେଶର ନେତୃତ୍ୱ ନେବା ଲାଗି ମହିଳାଙ୍କ ପାଇଁ ଏକ ଆହ୍ୱାନ: ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 16 OCT 2023 4:03PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶରେ ମହିଳା ସଶକ୍ତିକରଣ ଲାଗି ନାରୀ ଶକ୍ତି ବନ୍ଦନ ଅଧିନିୟମର ଗୁରୁତ୍ୱ ଉପରେ ଆଲୋକପାତ କରିଛନ୍ତି ।

 

କେନ୍ଦ୍ରମନ୍ତ୍ରୀ ଜି. କିଷାନ ରେଡ୍ଡୀଙ୍କ ନାରୀ ଶକ୍ତି ବନ୍ଦନ ଅଧିନିୟମ ଉପରେ ଲେଖାଯାଇଥିବା ଏକ ଆର୍ଟିକଲ ଉପରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:

 

‘ସଂସଦରେ ସଦ୍ୟ ପାରିତ ହୋଇଥିôବା ନାରୀ ଶକ୍ତି ବନ୍ଦନ ଅଧିନିୟମ କିପରି ନାରୀ ସଶକ୍ତିକରଣର ପ୍ରତୀକ ଏବଂ ଆମ ଦେଶକୁ ଉଜ୍ଜ୍ୱଳ ଭବିଷ୍ୟତ ଆଡ଼କୁ ଆଗେଇ ନେବାକୁ ମହିଳାଙ୍କୁ ଆହ୍ୱାନ ଦେଉଛି ତାହା କେନ୍ଦ୍ରମନ୍ତ୍ରୀ ଶ୍ରୀ ଜି. କିଷାନ ରେଡ୍ଡୀଙ୍କ ଆର୍ଟିକଲରେ ପ୍ରକାଶ ପାଇଛି ।’

 

SR


(ରିଲିଜ ଆଡି: 1968300) ପରିଦର୍ଶକ କାଉଣ୍ଟର : 146