ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ଉଚ୍ଚଡିଆଁ ଟି୬୩ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା ମାରିୟାପ୍ପାନ ଥାଙ୍ଗାଭେଲୁଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

प्रविष्टि तिथि: 23 OCT 2023 1:15PM by PIB Bhubaneshwar

ଚୀନର ହାଙ୍ଗଝୌରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ଉଚ୍ଚଡିଆଁ ଟି୬୩ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା ମାରିୟାପ୍ପାନ ଥାଙ୍ଗାଭେଲୁଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

‘ଏସୀୟ ପାରା ଗେମ୍ସରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ମାରିୟାପ୍ପାନ ଥାଙ୍ଗାଭେଲୁଙ୍କୁ ଅନେକ ଅଭିନନ୍ଦନ! ପୁରୁଷ ଉଚ୍ଚଡିଆଁ ଟି୬୩ ପ୍ରତିଯୋଗିତାରେ ରୌପ୍ୟ ପଦକ ହାସଲ ତାଙ୍କ ଅବିଶ୍ୱସନୀୟ ପ୍ରତିଭା ଏବଂ ନିଷ୍ଠାର ପ୍ରମାଣ । ତାଙ୍କର ଭବିଷ୍ୟତର ପ୍ରୟାସ ପାଇଁ ଶୁଭକାମନା ।’

SR


(रिलीज़ आईडी: 1970380) आगंतुक पटल : 66
इस विज्ञप्ति को इन भाषाओं में पढ़ें: Malayalam , English , Urdu , Marathi , हिन्दी , Assamese , Bengali , Manipuri , Punjabi , Gujarati , Tamil , Telugu , Kannada