ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ଉଚ୍ଚଡିଆଁ ଟି୬୩ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ଜିତିଥିବା ଶୈଳେଶ କୁମାରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

प्रविष्टि तिथि: 23 OCT 2023 12:55PM by PIB Bhubaneshwar

ଚୀନର ହାଙ୍ଗଝୌରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ଉଚ୍ଚଡିଆଁ ଟି୬୩ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ଜିତିଥିବା ଶୈଳେଶ କୁମାରଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

‘ଏସୀୟ ପାରା ଗେମ୍ସରେ ଉଲ୍ଲେଖନୀୟ ସ୍ୱର୍ଣ୍ଣ ପଦକ ହାସଲ ପାଇଁ ଶୈଳେଶ କୁମାରଙ୍କୁ ହାର୍ଦ୍ଦିକ ଅଭିନନ୍ଦନ!

 

ପୁରୁଷ ଉଚ୍ଚଡିଆଁ ଟି୬୩ ପ୍ରତିଯୋଗିତାରେ ତାଙ୍କ ପ୍ରଦର୍ଶନ ଅତୁଳନୀୟ ।

 

ତାଙ୍କର ନିଷ୍ଠା ଏବଂ ପରିଶ୍ରମ ସମସ୍ତଙ୍କ ପାଇଁ ପ୍ରେରଣାଦାୟକ ।’

 

SR


(रिलीज़ आईडी: 1970382) आगंतुक पटल : 117
इस विज्ञप्ति को इन भाषाओं में पढ़ें: Malayalam , English , Urdu , Marathi , हिन्दी , Assamese , Bengali , Manipuri , Punjabi , Gujarati , Tamil , Telugu , Kannada