ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ୫୦୦୦ ମିଟର ଟି୧୧ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ଜିତିଥିବା ଅଙ୍କୁର ଧାମଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

प्रविष्टि तिथि: 23 OCT 2023 6:29PM by PIB Bhubaneshwar

ଚୀନର ହାଙ୍ଗଝୌରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ୫୦୦୦ ମିଟର ଟି୧୧ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ଜିତିଥିବା ଅଙ୍କୁର ଧାମଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

 

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

 

‘ପୁରୁଷ ୫୦୦୦ ମିଟର ଟି୧୧ ପ୍ରତିଯୋଗିତାରେ ଅବିଶ୍ୱସନୀୟ ଭାବେ ସ୍ୱର୍ଣ୍ଣ ପଦକ ଜିତିଥିବା ଅଙ୍କୁର ଧାମଙ୍କୁ ଅଭିନନ୍ଦନ । ତାଙ୍କ ଚମତ୍କାର ପ୍ରଦର୍ଶନ ଆମ ଦେଶକୁ ଗର୍ବିତ କରିଛି । ସେ ଏପରି ନୂଆ ଉଚ୍ଚତାକୁ ଛୁଇଁବା ଜାରି ରଖନ୍ତୁ ।’

 

SR


(रिलीज़ आईडी: 1970386) आगंतुक पटल : 117
इस विज्ञप्ति को इन भाषाओं में पढ़ें: Kannada , Malayalam , English , Urdu , Marathi , हिन्दी , Assamese , Bengali , Manipuri , Punjabi , Gujarati , Tamil , Telugu