ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଏସୀୟ ପାରା ଗେମ୍ସ ୨୦୨୨ରେ ଟାଏକୋଣ୍ଡୋ ମହିଳା କେ୪୪-୪୭କେଜି ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା ଅରୁଣାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

प्रविष्टि तिथि: 23 OCT 2023 6:31PM by PIB Bhubaneshwar

ଚୀନର ହାଙ୍ଗଝୌରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ଟାଏକୋଣ୍ଡୋ ମହିଳା କେ୪୪-୪୭କେଜି ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା ଅରୁଣାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

‘ ଟାଏକୋଣ୍ଡୋ ମହିଳା କେ୪୪-୪୭କେଜି ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା ଅରୁଣାଙ୍କୁ ଅଭିନନ୍ଦନ । ତାଙ୍କ ନିଷ୍ଠା ଓ ଦକ୍ଷତା ବାସ୍ତବରେ ଦେଶକୁ ଗର୍ବିତ କରିଛି । ଭବିଷ୍ୟତରେ ସେ ଆହୁରି ଉପଲବ୍ଧି ହାସଲ କରନ୍ତୁ ।’

 

SR


(रिलीज़ आईडी: 1970387) आगंतुक पटल : 103
इस विज्ञप्ति को इन भाषाओं में पढ़ें: Tamil , Telugu , Malayalam , English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Kannada