ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଏସୀୟ ପାରା ଗେମ୍ସରେ କ୍ଲବ୍ ଥ୍ରୋ-ଏଫ୍୫୧ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ଜିତିଥିବା ପ୍ରଣବ ସୂରମାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
प्रविष्टि तिथि:
23 OCT 2023 5:26PM by PIB Bhubaneshwar
ଚୀନର ହାଙ୍ଗଝୌରେ ଚାଲିଥିବା ଏସୀୟ ପାରା ଗେମ୍ସରେ କ୍ଲବ୍ ଥ୍ରୋ-ଏଫ୍୫୧ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ଜିତିଥିବା ପ୍ରଣବ ସୂରମାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।
ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:
‘ଏସୀୟ ପାରା ଗେମ୍ସରେ କ୍ଲବ୍ ଥ୍ରୋ-ଏଫ୍୫୧ ପ୍ରତିଯୋଗିତାରେ ସମ୍ମାନଜନକ ସ୍ୱର୍ଣ୍ଣ ପଦକ ଜିତିଥିବା ପ୍ରଣବ ସୂରମାଙ୍କୁ ଅଭିନନ୍ଦନ । ତାଙ୍କ ନିଷ୍ଠା ଏବଂ ସ୍ଥିରତା ଭାରତକୁ ଗୌରବାନ୍ୱିତ କରିଛି । ତାଙ୍କ ସଫଳତା ଆହୁରି ନୂଆ ଉଚ୍ଚତା ଛୁଇଁବା ଜାରି ରଖୁ ।’’
SR
(रिलीज़ आईडी: 1970613)
आगंतुक पटल : 92
इस विज्ञप्ति को इन भाषाओं में पढ़ें:
Kannada
,
English
,
Urdu
,
Marathi
,
हिन्दी
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Malayalam