ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଏସୀୟ ପାରା ଗେମ୍ସ ୨୦୨୨ରେ ମହିଳା ୪୮ କେଜି ଜେ୨ ଜୁଡୋ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା କୋକିଲାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

प्रविष्टि तिथि: 23 OCT 2023 6:51PM by PIB Bhubaneswar

ଚୀନର ହାଙ୍ଗଝୌରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ମହିଳା ୪୮ କେଜି ଜେ୨ ଜୁଡୋ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା କୋକିଲାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

‘ମହିଳା ୪୮ କେଜି ଜେ୨ ଜୁଡୋ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବାରୁ କୋକିଲାଙ୍କୁ ଅଭିନନ୍ଦନ । ସେ ସମସ୍ତଙ୍କ ପାଇଁ ଏକ ପ୍ରେରଣା । ଆଗାମୀ ପ୍ରୟାସ ପାଇଁ ଶୁଭେଚ୍ଛା ।’

 

SR


(रिलीज़ आईडी: 1970620) आगंतुक पटल : 118
इस विज्ञप्ति को इन भाषाओं में पढ़ें: Kannada , Assamese , Malayalam , English , Urdu , Marathi , हिन्दी , Manipuri , Bengali , Punjabi , Gujarati , Tamil , Telugu