ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଏସୀୟ ପାରା ଗେମ୍ସରେ ପୁରୁଷ ୧୦ ମିଟର ଏୟାର ପିସ୍ତଲ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା ରୁଦ୍ରାଂଶ ଖଣ୍ଡେଲୱାଲଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

प्रविष्टि तिथि: 24 OCT 2023 5:56PM by PIB Bhubaneshwar

ଏସୀୟ ପାରା ଗେମ୍ସରେ ପି୧ ପୁରୁଷ ୧୦ ମିଟର ଏୟାର ପିସ୍ତଲ ଏସଏଚ୧ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା ଆଥଲେଟ ରୁଦ୍ରାଂଶ ଖଣ୍ଡେଲୱାଲଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

 

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

 

‘ଏସୀୟ ପାରା ଗେମ୍ସରେ ରୌପ୍ୟ ପଦକ ହାସଲ ପାଇଁ ରୁଦ୍ରାଂଶ ଖଣ୍ଡେଲୱାଲଙ୍କୁ ଅଭିନନ୍ଦନ ।

 

ପି୧-ପୁରୁଷ ୧୦ ମିଟର ଏୟାର ପିସ୍ତଲ ଏସଏଚ୧ ପ୍ରତିଯୋଗିତାରେ ଉଲ୍ଲେଖନୀୟ ପ୍ରଦର୍ଶନ ତାଙ୍କ ସଠିକ୍ ଲକ୍ଷ୍ୟ ଏବଂ ଅଭ୍ୟାସର ଫଳ ।

 

ଭାରତ ଏହି ଅବିଶ୍ୱସନୀୟ ଉପଲବ୍ଧିକୁ ପ୍ରଶଂସା କରୁଛି!’

 

SR


(रिलीज़ आईडी: 1970738) आगंतुक पटल : 136
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam