ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଜମ୍ମୁ-କଶ୍ମୀର ଉପରାଜ୍ୟପାଳ
प्रविष्टि तिथि:
24 OCT 2023 12:55PM by PIB Bhubaneswar
ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ଶ୍ରୀ ମନୋଜ ସିହ୍ନା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:
‘ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ଶ୍ରୀ ମନୋଜ ସିହ୍ନା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।’
SR
(रिलीज़ आईडी: 1970745)
आगंतुक पटल : 127
इस विज्ञप्ति को इन भाषाओं में पढ़ें:
Gujarati
,
हिन्दी
,
English
,
Urdu
,
Marathi
,
Manipuri
,
Assamese
,
Bengali
,
Punjabi
,
Tamil
,
Telugu
,
Kannada
,
Malayalam