ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଏସିଆନ୍ ପାରା ଗେମ୍ସରେ ପୁରୁଷ ୧୦ ମିଟର ଏୟାର ପିସ୍ତଲରେ କାଂସ୍ୟ ପଦକ ଜିତିଥିବା ଶୁଟର ମନୀଷ ନରୱାଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 24 OCT 2023 7:04PM by PIB Bhubaneswar

ଏସିଆନ୍ ପାରା ଗେମ୍ସରେ ପି-- ପୁରୁଷ ୧୦ ମିଟର ଏୟାର ପିସ୍ତଲ ଏସ୍ଏଚ୍୧ ଇଭେଣ୍ଟରେ କାଂସ୍ୟ ପଦକ ଜିତିଥିବା ସୁଟର ମନୀଷ ନରୱାଲଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି

ସେ ନରୱାଲଙ୍କ ଉଲ୍ଲେଖନୀୟ ସଫଳତା ପାଇଁ ତାଙ୍କୁ ପ୍ରଶଂସା ମଧ୍ୟ କରିଥିଲେ।

ପ୍ରଧାନମନ୍ତ୍ରୀ ଟ୍ବିଟରରେ ପୋଷ୍ଟ କରିଛନ୍ତି:

ପୁରୁଷ ୧୦ ମିଟର ଏୟାର ପିସ୍ତଲ ଏସଏଚ୧ ଇଭେଣ୍ଟରେ କାଂସ୍ୟ ପଦକ ଜିତିଥିବା ମନୀଷ ନରୱାଲଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଏହି ଉଲ୍ଲେଖନୀୟ ସଫଳତା ତାଙ୍କର ଅବିଶ୍ୱସନୀୟ ଦକ୍ଷତା ଏବଂ ସଂକଳ୍ପକୁ ଦର୍ଶାଉଛି

 

BS


(ରିଲିଜ ଆଡି: 1970760) ପରିଦର୍ଶକ କାଉଣ୍ଟର : 98