ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ପାରା କାନୋ କେଏଲ୩ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା ମନୀଷ କୌରବଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

प्रविष्टि तिथि: 24 OCT 2023 1:05PM by PIB Bhubaneshwar

ଚୀନର ହାଙ୍ଗଝୌରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ପାରା କାନୋ କେଏଲ୩ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା ମନୀଷ କୌରବଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

 

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

 

‘ଏସୀୟ ପାରା ଗେମ୍ସରେ ପୁରୁଷ ପାରା କାନୋ କେଏଲ୩ ପ୍ରତିଯୋଗିତାରେ ଚମତ୍କାର ପ୍ରଦର୍ଶନ କରି ବ୍ରୋଞ୍ଜ ପଦକ ଜିତିଥିବା ମନୀଷ କୌରବଙ୍କୁ ଅଭିନନ୍ଦନ । ଏହା ଏକ ଉଲ୍ଲେଖନୀୟ ସଫଳତା ଏବଂ ତାଙ୍କ ନିଷ୍ଠାର ଫଳ ।’

 

SR


(रिलीज़ आईडी: 1971438) आगंतुक पटल : 96
इस विज्ञप्ति को इन भाषाओं में पढ़ें: Malayalam , English , Urdu , Marathi , हिन्दी , Assamese , Manipuri , Bengali , Punjabi , Gujarati , Tamil , Telugu , Kannada