ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ବ୍ୟାଡମିଣ୍ଟନ ସିଙ୍ଗଲ୍ସ ଏସଏଲ-୪ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା ସୁକାନ୍ତ କାଦମଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

प्रविष्टि तिथि: 26 OCT 2023 11:45AM by PIB Bhubaneshwar

ଚୀନର ହାଙ୍ଗଝୌରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ବ୍ୟାଡମିଣ୍ଟନ ସିଙ୍ଗଲ୍ସ ଏସଏଲ-୪ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା ସୁକାନ୍ତ କାଦମଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

 

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

 

‘ଏସୀୟ ପାରା ଗେମ୍ସରେ ପୁରୁଷ ବ୍ୟାଡମିଣ୍ଟନ ସିଙ୍ଗଲ୍ସ ଏସଏଲ-୪ ପ୍ରତିଯୋଗିତାରେ ଚମତ୍କାର ପ୍ରଦର୍ଶନ ପାଇଁ ସୁକାନ୍ତ କାଦମଙ୍କୁ ଅଭିନନ୍ଦନ ।

 

ତାଙ୍କ ଦକ୍ଷତା, ନିଷ୍ଠା ଏବଂ ନିରନ୍ତର ଉଦ୍ୟମ ଦେଶକୁ ଗର୍ବିତ କରିଛି । ଏହି ବ୍ରୋଞ୍ଜ ପଦକ ତାଙ୍କ କଠିନ ପରିଶ୍ରମ ଏବଂ ନିଷ୍ଠାର ଏକ ଜ୍ୱଳନ୍ତ ପ୍ରମାଣ ।’

 

SR


(रिलीज़ आईडी: 1971440) आगंतुक पटल : 100
इस विज्ञप्ति को इन भाषाओं में पढ़ें: Bengali , Kannada , English , Urdu , Marathi , हिन्दी , Manipuri , Assamese , Punjabi , Gujarati , Tamil , Telugu , Malayalam