ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ୧୦୦ ମିଟର-ଟି୩୫ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା ନାରାୟଣ ଠାକୁରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

प्रविष्टि तिथि: 26 OCT 2023 11:24AM by PIB Bhubaneshwar

ଚୀନର ହାଙ୍ଗଝୌରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ୧୦୦ ମିଟର-ଟି୩୫ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା ନାରାୟଣ ଠାକୁରଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

 

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

 

‘ଏସୀୟ ପାରା ଗେମ୍ସରେ ଦ୍ୱିତୀୟ ପଦକ ଜିତିଥିବାରୁ ନାରାୟଣ ଠାକୁରଙ୍କୁ ଅଭିନନ୍ଦନ ।

 

ପୁରୁଷ ୧୦୦ ମିଟର-ଟି୩୫ ପ୍ରତିଯୋଗିତାରେ ବ୍ରୋଞ୍ଜ ହାସଲ ତାଙ୍କ ଅବିଶ୍ୱସନୀୟ ପ୍ରତିଭା ଏବଂ ଉତ୍କର୍ଷତା ପ୍ରତି ଅଦମ୍ୟ ପ୍ରତିବଦ୍ଧତାର ପ୍ରମାଣ ।’

 

SR


(रिलीज़ आईडी: 1971442) आगंतुक पटल : 82
इस विज्ञप्ति को इन भाषाओं में पढ़ें: Bengali , English , Urdu , Marathi , हिन्दी , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam