ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଏସୀୟ ପାରା ଗେମ୍ସ ୨୦୨୨ରେ ମହିଳା ପାରା କାନୋ କେଏଲ୨ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ଜିତିଥିବା ପ୍ରାଚୀ ଯାଦବଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

प्रविष्टि तिथि: 24 OCT 2023 1:07PM by PIB Bhubaneshwar

ଚୀନର ହାଙ୍ଗଝୌରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ମହିଳା ପାରା କାନୋ କେଏଲ୨ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ଜିତିଥିବା ପ୍ରାଚୀ ଯାଦବଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

 

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

 

‘ମହିଳା ପାରା କାନୋ କେଏଲ୨ ପ୍ରତିଯୋଗିତାରେ ସମ୍ମାନଜନକ ସ୍ୱର୍ଣ୍ଣ ପଦକ ଜିତିଥିବା ପ୍ରାଚୀ ଯାଦବଙ୍କୁ ଅଭିନନ୍ଦନ । ତାଙ୍କ ଅଭୂତପୂର୍ବ ପ୍ରଦର୍ଶନ ଭାରତକୁ ଗର୍ବିତ କରିଛି । ତାଙ୍କ ଆଗାମୀ ପ୍ରୟାସ ପାଇଁ ଶୁଭକାମନା ।’

 

SR


(रिलीज़ आईडी: 1971801) आगंतुक पटल : 108
इस विज्ञप्ति को इन भाषाओं में पढ़ें: Malayalam , Bengali , English , Urdu , Marathi , हिन्दी , Assamese , Manipuri , Punjabi , Gujarati , Tamil , Telugu , Kannada