ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ଶଟ୍ ପୁଟ ଏଫ୪୬ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା ରୋହିତ ହୁଡାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
ପୋଷ୍ଟ କରାଯିବା ଦିନାଙ୍କ:
26 OCT 2023 11:43AM by PIB Bhubaneswar
ଚୀନର ହାଙ୍ଗଝୌରେ ଚାଲିଥିôବା ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ଶଟ୍ ପୁଟ ଏଫ୪୬ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା ରୋହିତ ହୁଡାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।
ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:
‘ପୁରୁଷ ଶଟ୍ ପୁଟ-ଏଫ୪୬ ପ୍ରତିଯୋଗିତାରେ ଉଲ୍ଲେଖନୀୟ ପ୍ରଦର୍ଶନ ଏବଂ ବ୍ରୋଞ୍ଜ ପଦକ ହାସଲ ପାଇଁ ରୋହିତ ହୁଡାଙ୍କୁ ବହୁତ ଅଭିନନ୍ଦନ । ତୁମ ଭବିଷ୍ୟତର ପ୍ରୟାସ ପାଇଁ ଶୁଭେଚ୍ଛା ।’’
SR
(ରିଲିଜ ଆଡି: 1971805)
ପରିଦର୍ଶକ କାଉଣ୍ଟର : 94
ଏହି ରିଲିଜ ପଢନ୍ତୁ :
Malayalam
,
Kannada
,
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu