ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ମହାରାଷ୍ଟ୍ରର ଶିରିଡିସ୍ଥିତ ଶ୍ରୀ ସାଇବାବା ସମାଧି ମନ୍ଦିରରେ ପ୍ରଧାନମନ୍ତ୍ରୀ ପୂଜା ଓ ଦର୍ଶନ କରିଛନ୍ତି
प्रविष्टि तिथि:
26 OCT 2023 5:36PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ଶିରିଡିସ୍ଥିତ ଶ୍ରୀ ସାଇବାବା ସମାଧି ମନ୍ଦିରରେ ପୂଜା ଓ ଦର୍ଶନ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟ୍ବିଟରରେ ପୋଷ୍ଟ କରିଛନ୍ତି:
ମହାରାଷ୍ଟ୍ରର ଶିରିଡିସ୍ଥିତ ଶ୍ରୀ ସାଇବାବା ସମାଧି ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।
BS
(रिलीज़ आईडी: 1971807)
आगंतुक पटल : 91
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam