ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଏସିଆନ୍ ପାରା ଗେମ୍ସ ୨୦୨୨ର ପୁରୁଷ ୧୫୦୦ ମିଟର - ଟି୧୧ ଫାଇନାଲ ଇଭେଣ୍ଟରେ ଅଙ୍କୁର ଧାମା ସ୍ୱର୍ଣ୍ଣ ପଦକ ହାସଲ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 25 OCT 2023 4:38PM by PIB Bhubaneswar

 ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚୀନର ହାଙ୍ଗଜୋଠାରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ୧୫୦୦ ମିଟର - ଟି୧୧ ଫାଇନାଲ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଅଙ୍କୁର ଧାମାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ବିଟରରେ ପୋଷ୍ଟ କରିଛନ୍ତି:

ଏସୀୟ ପାରା ଗେମ୍ସରେ ଦ୍ୱିତୀୟ ସ୍ୱର୍ଣ୍ଣ ପଦକ ଜିତିଥିବା ଅଙ୍କୁର ଧାମାଙ୍କ ପାଇଁ ଏଥର ପୁରୁଷ ୧୫୦୦ ମିଟର - ଟି-୧୧ ଫାଇନାଲରେ ଅବିଶ୍ୱସନୀୟ ବିଜୟ। ଆଗାମୀ ଦିନରେ ସେ ଅଧିକ ସଫଳତା ହାସଲ କରନ୍ତୁ।

BS


(रिलीज़ आईडी: 1972012) आगंतुक पटल : 129
इस विज्ञप्ति को इन भाषाओं में पढ़ें: Kannada , Assamese , Malayalam , English , Urdu , Marathi , हिन्दी , Bengali , Manipuri , Punjabi , Gujarati , Tamil , Telugu