ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଏସୀୟ ପାରା ଗେମ୍ସ ୨୦୨୨ରେ ବ୍ୟାଡମିଣ୍ଟନ ମହିଳା ସିଙ୍ଗଲ୍ସ ଏସୟୁ୫ ଇଭେଣ୍ଟରେ ମନୀଷା ରାମଦାସ ବ୍ରୋଞ୍ଜ ପଦକ ହାସଲ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 26 OCT 2023 2:38PM by PIB Bhubaneswar

   ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚାଇନାର ହାଙ୍ଗଜୋଠାରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ବ୍ୟାଡମିଣ୍ଟନ ମହିଳା ସିଙ୍ଗଲ୍ସ ଏସୟୁ୫ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିବା ମନୀଷା ରାମଦାସଙ୍କୁ ଅଭିନନ୍ଦନ ଜଣାଇଛନ୍ତି

ପ୍ରଧାନମନ୍ତ୍ରୀ ଟ୍ବିଟରରେ ପୋଷ୍ଟ କରିଛନ୍ତି:

ଏସୀୟ ପାରା ଗେମ୍ସରେ ବ୍ୟାଡମିଣ୍ଟନ ମହିଳା ସିଙ୍ଗଲ୍ସ ଏସୟୁ୫ରେ ବ୍ରୋଞ୍ଜ ପଦକ ଜିତିଥିବା ମନୀଷା ରାମଦାସଙ୍କୁ ହାର୍ଦ୍ଦିକ ଅଭିନନ୍ଦନ

ସମର୍ପଣରୁ ବିଜୟ ପର୍ଯ୍ୟନ୍ତ ତାଙ୍କ ଯାତ୍ରା ପ୍ରତ୍ୟେକ ଭାରତୀୟଙ୍କ ପାଇଁ ପ୍ରେରଣା

 

   

BS


(ରିଲିଜ ଆଡି: 1972014) ପରିଦର୍ଶକ କାଉଣ୍ଟର : 139