ପୋଷ୍ଟ କରାଯିବା ଦିନାଙ୍କ:
26 OCT 2023 9:27PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହାଙ୍ଗଜୋ ଏସୀୟ ପାରା ଗେମ୍ସରେ ତୀରନ୍ଦାଜିରେ ସ୍ୱର୍ଣ୍ଣ ପଦକ ଜିତିଥିବା ଶୀତଲ ଦେବୀ ଏବଂ ରାକେଶ କୁମାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ବିଟର ରେ ପୋଷ୍ଟ କରିଛନ୍ତି:
ଏହା ଆମ ପାରା ତୀରନ୍ଦାଜି ମିଶ୍ରିତ ଦଳ ପାଇଁ ଗୌରବମୟ ସ୍ୱର୍ଣ୍ଣ ପଦକ।
ଶୀତଲ ଦେବୀ ଏବଂ ରାକେଶ କୁମାରଙ୍କୁ ସେମାନଙ୍କ ଅସାଧାରଣ ପ୍ରଦର୍ଶନ ପାଇଁ ଅଭିନନ୍ଦନ ।
ଏହି ଗୌରବ ସେମାନଙ୍କର କଠିନ ପରିଶ୍ରମ, ସମର୍ପଣ ଏବଂ ଅସାଧାରଣ ଦକ୍ଷତାର ପ୍ରମାଣ।
BS