ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଏସୀୟ ପାରା ଗେମ୍ସରେ ତୀରନ୍ଦାଜିରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଶୀତଲ ଦେବୀ ଓ ରାକେଶ କୁମାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

Posted On: 26 OCT 2023 9:27PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହାଙ୍ଗଜୋ ଏସୀୟ ପାରା ଗେମ୍ସରେ ତୀରନ୍ଦାଜିରେ ସ୍ୱର୍ଣ୍ଣ ପଦକ ଜିତିଥିବା ଶୀତଲ ଦେବୀ ଏବଂ ରାକେଶ କୁମାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ବିଟର ରେ ପୋଷ୍ଟ କରିଛନ୍ତି:

ଏହା ଆମ ପାରା ତୀରନ୍ଦାଜି ମିଶ୍ରିତ ଦଳ ପାଇଁ ଗୌରବମୟ ସ୍ୱର୍ଣ୍ଣ ପଦକ।

ଶୀତଲ ଦେବୀ ଏବଂ ରାକେଶ କୁମାରଙ୍କୁ ସେମାନଙ୍କ ଅସାଧାରଣ ପ୍ରଦର୍ଶନ ପାଇଁ ଅଭିନନ୍ଦନ ।

ଏହି ଗୌରବ ସେମାନଙ୍କର କଠିନ ପରିଶ୍ରମ, ସମର୍ପଣ ଏବଂ ଅସାଧାରଣ ଦକ୍ଷତାର ପ୍ରମାଣ।

 

    

BS

 



(Release ID: 1972027) Visitor Counter : 79