ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଏସିଆନ୍ ପାରା ଗେମ୍ସ ୨୦୨୨ରେ ମହିଳା ଲଙ୍ଗ ଜମ୍ପ ଟି୪୭ ଫାଇନାଲ ଇଭେଣ୍ଟରେ ନିମିଷା ସ୍ୱର୍ଣ୍ଣ ପଦକ ହାସଲ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
25 OCT 2023 7:52PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚୀନର ହାଙ୍ଗଜୋଠାରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ମହିଳା ଲଙ୍ଗ ଜମ୍ପ ଟି୪୭ ଫାଇନାଲ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ନିମିଶାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀ ଟ୍ବିଟରରେ ପୋଷ୍ଟ କରିଛନ୍ତି:
ଏସୀୟ ପାରା ଗେମ୍ସରେ ମହିଳା ଲଙ୍ଗଜମ୍ପ ଟି-୪୭ ଫାଇନାଲରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ନିମିଷାଙ୍କୁ ଅନେକ ଅଭିନନ୍ଦନ। ଏହି ବିଜୟ ଆମକୁ ଗର୍ବ ଓ ପ୍ରେରଣାରେ ଭରି ଦେଇଥାଏ। ତାଙ୍କର ଆଗାମୀ ପ୍ରୟାସ ପାଇଁ ଶୁଭେଚ୍ଛା।
BS
(ରିଲିଜ ଆଡି: 1972175)
ପରିଦର୍ଶକ କାଉଣ୍ଟର : 153
ଏହି ରିଲିଜ ପଢନ୍ତୁ :
Malayalam
,
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada