ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଏସିଆନ୍ ପାରା ଗେମ୍ସରେ ପୁରୁଷ ଡବଲ୍ସ ବ୍ୟାଡମିଣ୍ଟନରେ ବ୍ରୋଞ୍ଜ ପଦକ ଜିତିଥିବା ପ୍ରମୋଦ ଭଗତ ଓ ସୁକାନ୍ତ କଦମଙ୍କୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି
प्रविष्टि तिथि:
26 OCT 2023 9:37PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହାଙ୍ଗଜୋ ଏସୀୟ ପାରା ଗେମ୍ସରେ ପୁରୁଷ ଡବଲ୍ସ ବ୍ୟାଡମିଣ୍ଟନ ଏସଏଲ୩-ଏସଏଲ୪ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିବା ପ୍ରମୋଦ ଭଗତ ଏବଂ ସୁକାନ୍ତ କଦମଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ବିଟର ରେ ପୋଷ୍ଟ କରିଛନ୍ତି:
ପ୍ରମୋଦ ଭଗତ ଓ ସୁକାନ୍ତ କଦମଙ୍କୁ ବ୍ରୋଞ୍ଜ ପଦକ ପାଇଁ ଅଭିନନ୍ଦନ । ସେମାନେ ଗତିଶୀଳ ଦଳଗତ କାର୍ଯ୍ୟ ଏବଂ ଅଦମ୍ୟ ମନୋବଳ ଦେଖାଇଥିଲେ ଓ ସମଗ୍ର ଭାରତ ଏହି ସଫଳତା ପାଇଁ ଗର୍ବିତ।
BS
(रिलीज़ आईडी: 1972198)
आगंतुक पटल : 114
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam