ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଏସିଆନ୍ ପାରା ଗେମ୍ସରେ ପୁରୁଷ ଡବଲ୍ସ ବ୍ୟାଡମିଣ୍ଟନରେ ବ୍ରୋଞ୍ଜ ପଦକ ଜିତିଥିବା ଶିବରାଜନ ଓ କ୍ରିଷ୍ଣା ନାଗରଙ୍କୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି
ପୋଷ୍ଟ କରାଯିବା ଦିନାଙ୍କ:
26 OCT 2023 9:39PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହାଙ୍ଗଜୋ ଏସୀୟ ପାରା ଗେମ୍ସରେ ପୁରୁଷ ଡବଲ୍ସ ବ୍ୟାଡମିଣ୍ଟନ ଏସଏଚ୬ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିବା ଶିବରାଜନ ଏବଂ କ୍ରିଷ୍ଣା ନାଗରଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ଦଳର ଭବିଷ୍ୟତ ପ୍ରୟାସ ପାଇଁ ସେ ଶୁଭେଚ୍ଛା ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀ ଟ୍ବିଟର ରେ ପୋଷ୍ଟ କରିଛନ୍ତି:
ପାରା ବ୍ୟାଡମିଣ୍ଟନ ପୁରୁଷ ଡବଲ୍ସ ଏସଏଚ୬ ଇଭେଣ୍ଟରେ ଚମତ୍କାର ବ୍ରୋଞ୍ଜ ପଦକ ପାଇଁ ଶିବରାଜନ ଓ କ୍ରିଷ୍ଣା ନାଗରଙ୍କୁ ଅଭିନନ୍ଦନ । ଆଗାମୀ ସମସ୍ତ ପ୍ରୟାସ ପାଇଁ ଶୁଭେଚ୍ଛା।
BS
(ରିଲିଜ ଆଡି: 1972200)
ପରିଦର୍ଶକ କାଉଣ୍ଟର : 127
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam