ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଏସିଆନ୍ ପାରା ଗେମ୍ସରେ ବ୍ୟାଡମିଣ୍ଟନ ମହିଳା ସିଙ୍ଗଲ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ତୁଳସୀମଥୀ ମୁରୁଗେସନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 27 OCT 2023 7:39PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହାଙ୍ଗଜୋ ଏସୀୟ ପାରା ଗେମ୍ସରେ ବ୍ୟାଡମିଣ୍ଟନ ମହିଳା ଏକକ ଏସୟୁ୫ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବା ତୁଳସୀମଥୀ ମୁରୁଗେସନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ବିଟର ରେ ପୋଷ୍ଟ କରିଛନ୍ତି:

ସେ ଲେଖିଛନ୍ତି, ବ୍ୟାଡମିଣ୍ଟନ ମହିଳା ସିଙ୍ଗଲ୍ସ ଏସୟୁ୫ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ତୁଳସୀମଥୀ ମୁରୁଗେସନଙ୍କୁ ଅଭିନନ୍ଦନ। ତାଙ୍କ ସଫଳତା ପ୍ରତ୍ୟେକ ଭାରତୀୟଙ୍କୁ ଗର୍ବିତ କରିବା ସହ ଆଗାମୀ ଖେଳାଳିଙ୍କୁ ପ୍ରେରଣା ଯୋଗାଇବ।

 

BS

 


(ରିଲିଜ ଆଡି: 1972346) ପରିଦର୍ଶକ କାଉଣ୍ଟର : 106