ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଏସିଆନ୍ ପାରା ଗେମ୍ସ ୨୦୨୨ରେ ବ୍ୟାଡମିଣ୍ଟନ ମହିଳା ସିଙ୍ଗଲ୍ସ ଏସଏଲ୩ ଇଭେଣ୍ଟରେ ମନଦୀପ କୌର ବ୍ରୋଞ୍ଜ ପଦକ ହାସଲ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 25 OCT 2023 6:55PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚାଇନାର ହାଙ୍ଗଜୋଠାରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ବ୍ୟାଡମିଣ୍ଟନ ମହିଳା ସିଙ୍ଗଲ୍ସ ଏସଏଲ୩ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିବା ମନଦୀପ କୌରଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ବିଟର ରେ ପୋଷ୍ଟ କରିଛନ୍ତି:

ଏସୀୟ ପାରା ଗେମ୍ସରେ ମହିଳା ସିଙ୍ଗଲ୍ସ ଏସଏଲ-୩ରେ ବ୍ରୋଞ୍ଜ ପଦକ ହାସଲ କରିବା ମନଦୀପ କୌରଙ୍କ ଏକ ଉଲ୍ଲେଖନୀୟ ସଫଳତା। ତାଙ୍କୁ ଅଭିନନ୍ଦନ ଏବଂ ଆଗକୁ ସମସ୍ତ ପ୍ରୟାସ ପାଇଁ ଶୁଭେଚ୍ଛା ଜଣାଉଛି।

 

BS


(रिलीज़ आईडी: 1972598) आगंतुक पटल : 102
इस विज्ञप्ति को इन भाषाओं में पढ़ें: Kannada , English , Urdu , Marathi , हिन्दी , Assamese , Bengali , Manipuri , Punjabi , Gujarati , Tamil , Telugu , Malayalam