ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଏସିଆନ୍ ପାରା ଗେମ୍ସରେ ମହିଳା ୧୫୦୦ ମିଟର ଟି-୨୦ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ପୂଜାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
28 OCT 2023 8:35PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହାଙ୍ଗଜୋ ଏସୀୟ ପାରା ଗେମ୍ସରେ ମହିଳା ୧୫୦୦ ମିଟର ଟି-୨୦ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିବାରୁ ପୂଜାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ତାଙ୍କ ସାହସ ଓ ପ୍ରଦର୍ଶନକୁ ମଧ୍ୟ ସେ ପ୍ରଶଂସା କରିଛନ୍ତି।
ପ୍ରଧାନମନ୍ତ୍ରୀ ଟ୍ବିଟର ରେ ପୋଷ୍ଟ କରିଛନ୍ତି:
ଏସୀୟ ପାରା ଗେମ୍ସରେ ମହିଳା ୧୫୦୦ ମିଟର ଟି-୨୦ରେ ପୂଜାଙ୍କ ପାଇଁ ଏହା ଏକ ଉତ୍କୃଷ୍ଟ ବ୍ରୋଞ୍ଜ ପଦକ।
ପୂଜାଙ୍କୁ ହାର୍ଦ୍ଦିକ ଅଭିନନ୍ଦନ । ତାଙ୍କ ଧୈର୍ଯ୍ୟ ଏବଂ ଅବିଶ୍ୱସନୀୟ ପ୍ରଦର୍ଶନ ଏହି ସଫଳତାର କାରଣ ହୋଇଛି।
BS
(रिलीज़ आईडी: 1972888)
आगंतुक पटल : 128
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam