ପୋଷ୍ଟ କରାଯିବା ଦିନାଙ୍କ:
28 OCT 2023 11:13PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏସୀୟ ପାରା ଗେମ୍ସରେ ଭାରତର ଅସାଧାରଣ ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି ଏବଂ ଏହା ସହିତ ପଦକ ସଂଖ୍ୟା ୧୧୧ ରେ ପହଞ୍ଚିଛି। ଶ୍ରୀ ମୋଦୀ କ୍ରୀଡ଼ାବିତମାନଙ୍କ ର ଅତୁଟ ସମର୍ପଣ ଏବଂ ଅଦମ୍ୟ ମନୋବଳକୁ ପ୍ରଶଂସା କରିଛନ୍ତି।
ପ୍ରଧାନମନ୍ତ୍ରୀ ଟ୍ବିଟରରେ ପୋଷ୍ଟ କରିଛନ୍ତି:
ଏସିଆନ୍ ପାରା ଗେମ୍ସରେ ଭାରତର ଅସାଧାରଣ ପ୍ରଦର୍ଶନ ଦେଶକୁ ରୋମାଞ୍ଚିତ କରିଛି। ରେକର୍ଡ ଭାଙ୍ଗି ୧୧୧ ପଦକ ଆଣିଥିବାରୁ ମୁଁ ଆମର ପ୍ରତିଭାବାନ୍ ଆଥଲେଟମାନଙ୍କୁ ଅଭିନନ୍ଦନ ଜଣାଉଛି। ଏହି ସଫଳତା ଆମ ଖେଳାଳିଙ୍କ ଅତୁଟ ସମର୍ପଣ ଓ ଅଦମ୍ୟ ମନୋବଳର ପ୍ରମାଣ।
BS