ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଗୁଜରାଟର ଗାନ୍ଧୀନରଗରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଶ୍ରୀ ସୋମନାଥ ଟ୍ରଷ୍ଟର ବୈଠକ

प्रविष्टि तिथि: 30 OCT 2023 9:17PM by PIB Bhubaneshwar

ଗୁଜରାଟର ଗାନ୍ଧୀନଗରରେ ଶ୍ରୀ ସୋମନାଥ ଟ୍ରଷ୍ଟର ବୈଠକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଧ୍ୟକ୍ଷତା କରିଛନ୍ତି ଏବଂ ଟ୍ରଷ୍ଟର କାର୍ଯ୍ୟ ସହ ଜଡ଼ିତ ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି ।

 

ଅତ୍ୟାଧୁନିକ ଜ୍ଞାନକୌଶଳ ଦ୍ୱାରା କିପରି ମନ୍ଦିର କମ୍ପେ୍ଲକ୍ସର ଅଧିକ ଉପଯୋଗ ହୋଇପାରିବ ଏବଂ ତୀର୍ଥଯାତ୍ରୀଙ୍କ ଅଭିଜ୍ଞତା ଆହୁରି ସ୍ମରଣୀୟ ହେବ ତା’ ଉପରେ ମଧ୍ୟ ସେ ସମୀକ୍ଷା କରିଛନ୍ତି ।

 

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

 

‘ଗାନ୍ଧୀନଗରରେ ଶ୍ରୀ ସୋମନାଥ ଟ୍ରଷ୍ଟର ଏକ ବୈଠକରେ ଅଧ୍ୟକ୍ଷତା କରିଥିଲି । ଟ୍ରଷ୍ଟର କାର୍ଯ୍ୟ ସହ ଜଡ଼ିତ ବିଭିନ୍ନ ଦିଗ ଉପରେ ଆଲୋଚନା କରିଛୁ । ଅତ୍ୟାଧୁନିକ ଜ୍ଞାନକୌଶଳ ଦ୍ୱାରା କିପରି ମନ୍ଦିର କମ୍ପେ୍ଲକ୍ସର ଅଧିକ ଉପଯୋଗ ହୋଇପାରିବ ଏବଂ ତୀର୍ଥଯାତ୍ରୀଙ୍କ ଅଭିଜ୍ଞତା ଆହୁରି ସ୍ମରଣୀୟ ହେବ ତା’ ଉପରେ ସମୀକ୍ଷା କରିଛୁ । ଟ୍ରଷ୍ଟ ଦ୍ୱାରା ନିଆଯାଇଥିôବା ବିଭିନ୍ନ ପରିବେଶ ଅନୁକୂଳ ପଦକ୍ଷେପର ମଧ୍ୟ ସମୀକ୍ଷା କରାଯାଇଛି ।’

 

 SR


(रिलीज़ आईडी: 1973280) आगंतुक पटल : 125
इस विज्ञप्ति को इन भाषाओं में पढ़ें: Kannada , English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Malayalam