ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ତାଙ୍କ ପୂଣ୍ୟତିଥିରେ ସ୍ମରଣ କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 31 OCT 2023 4:40PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୩୯ତମ ପୂଣ୍ୟତିଥିରେ ତାଙ୍କୁ ସ୍ମରଣ କରିଛନ୍ତି ।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଜୀଙ୍କୁ ତାଙ୍କ ପୂଣ୍ୟତିଥିରେ ମନେ ପକାଉଛି

 

 SR


(ରିଲିଜ ଆଡି: 1973622) ପରିଦର୍ଶକ କାଉଣ୍ଟର : 119