ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ତ୍ରିପୁରା ରାଜ୍ୟପାଳ
ପୋଷ୍ଟ କରାଯିବା ଦିନାଙ୍କ:
03 NOV 2023 2:36PM by PIB Bhubaneshwar
ତ୍ରିପୁରା ରାଜ୍ୟପାଳ ଶ୍ରୀ ଇନ୍ଦ୍ରସେନ ରେଡ୍ଡୀ ଗତକାଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:
‘ତ୍ରିପୁରା ରାଜ୍ୟପାଳ ଶ୍ରୀ ଇନ୍ଦ୍ରସେନ ରେଡ୍ଡୀ ଗତକାଲି ଅର୍ଥାତ ୨୦୨୩ ନଭେମ୍ବର ୨ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।’
SR
(ରିଲିଜ ଆଡି: 1974823)
ପରିଦର୍ଶକ କାଉଣ୍ଟର : 152
ଏହି ରିଲିଜ ପଢନ୍ତୁ :
Bengali
,
Kannada
,
English
,
Urdu
,
हिन्दी
,
Marathi
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Malayalam