ପୋଷ୍ଟ କରାଯିବା ଦିନାଙ୍କ:
06 NOV 2023 8:24PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଓଡ଼ିଶାର ରାଜ୍ୟପାଳ ଶ୍ରୀ ରଘୁବର ଦାସ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସରେ ପୋଷ୍ଟ କରିଛି;
ଓଡ଼ିଶାର ରାଜ୍ୟପାଳ ଶ୍ରୀ ରଘୁବର ଦାସ ପ୍ରଧାନମନ୍ତ୍ରୀ ଶ୍ରୀ ନେରନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।
HS