ପୋଷ୍ଟ କରାଯିବା ଦିନାଙ୍କ:
12 NOV 2023 8:16PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
‘ରାଷ୍ଟ୍ରପତି ଜୀଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଛି ।’
ପ୍ରଧାନମନ୍ତ୍ରୀ ଉପରାଷ୍ଟ୍ରପତି ଶ୍ରୀ ଜଗଦୀପ ଧନଖଡଙ୍କୁ ମଧ୍ୟ ଭେଟି ଶୁଭେଚ୍ଛା ଜଣାଇଛନ୍ତି ।
ଶ୍ରୀ ମୋଦୀ ଏକ୍ସରେ ପୋଷ୍ଟ କରିଛନ୍ତି:
‘ଉପରାଷ୍ଟ୍ରପତି ଶ୍ରୀ ଜଗଦୀପ ଧନଖଡ଼ଙ୍କୁ ଭେଟି ତାଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଛି ।’
SR