ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 12 NOV 2023 9:04PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କୁ ଭେଟି ତାଙ୍କୁ ଏବଂ ପରିବାରକୁ ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି ।

 

ଶ୍ରୀ ମୋଦୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ଜୀଙ୍କ ବାସଭବନକୁ ଯାଇ ତାଙ୍କୁ ଏବଂ ତାଙ୍କ ପରିବାରକୁ ଦୀପାବଳି ଶୁଭେଚ୍ଛା ଜଣାଇଛି ।

 

 SR


(रिलीज़ आईडी: 1976681) आगंतुक पटल : 129
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam