ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସଭିଁଙ୍କୁ ପ୍ରଧାନମନ୍ତ୍ରୀଙ୍କ ଦୀପାବଳି ଶୁଭେଚ୍ଛା

प्रविष्टि तिथि: 12 NOV 2023 9:14AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସଭିଁଙ୍କୁ ଦୀପାବଳି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।

 

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

 

‘ଦେଶର ସମସ୍ତ ପରିବାରଜନଙ୍କୁ ଦୀପାବଳିର ଢେର ସାରା ଶୁଭକାମନା । ଏହି ବିଶେଷ ପର୍ବ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଏବଂ ସୁନ୍ଦର ସ୍ୱାସ୍ଥ୍ୟ ଆଣିଦେଉ ।’

 

 SR


(रिलीज़ आईडी: 1976683) आगंतुक पटल : 135
इस विज्ञप्ति को इन भाषाओं में पढ़ें: Telugu , English , Urdu , Marathi , हिन्दी , Bengali , Manipuri , Assamese , Punjabi , Gujarati , Tamil , Kannada , Malayalam , Malayalam