ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଜବାହରଲାଲ ନେହେରୁଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ପୋଷ୍ଟ କରାଯିବା ଦିନାଙ୍କ:
14 NOV 2023 9:41AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଜବାହରଲାଲ ନେହେରୁଙ୍କ ଜନ୍ମବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଶ୍ରୀ ମୋଦୀ ଏକ୍ସରେ ପୋଷ୍ଟ କରିଛନ୍ତି:
‘ଆମର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଜୀଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ।’
SR
(ରିଲିଜ ଆଡି: 1976909)
ପରିଦର୍ଶକ କାଉଣ୍ଟର : 131
ଏହି ରିଲିଜ ପଢନ୍ତୁ :
Kannada
,
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Malayalam