ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


ଜନଜାତୀୟ ଗୌରବ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ

प्रविष्टि तिथि: 15 NOV 2023 9:05AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀରେ ତାଙ୍କୁ

 ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

 

‘ଜନଜାତୀୟ ଗୌରବ ଦିବସ’ ଅବସରରେ ଶ୍ରୀ ମୋଦୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

 

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

 

‘ଭଗବାନ ବିର୍ସା ମୁଣ୍ଡା ଜୀଙ୍କୁ ତାଙ୍କ ଜନ୍ମ ଜୟନ୍ତୀରେ ଆଦରପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି । ଦେଶବ୍ୟାପୀ ମୋର ପରିବାରଜନଙ୍କୁ ଜନଜାତୀୟ ଗୌରବ ଦିବସ ଅବସରରେ ଶୁଭକାମନା ।’

 

 SR


(रिलीज़ आईडी: 1977047) आगंतुक पटल : 135
इस विज्ञप्ति को इन भाषाओं में पढ़ें: Kannada , English , Urdu , हिन्दी , Marathi , Assamese , Manipuri , Bengali , Punjabi , Gujarati , Tamil , Telugu , Malayalam