ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଭାଇ ଦୁଜ୍ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
प्रविष्टि तिथि:
15 NOV 2023 9:13AM by PIB Bhubaneshwar
ଭାଇ ଦୁଜ୍ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:
‘ଭାଇ ଦୁଜ୍ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ପ୍ରତୀକ ପର୍ବ । ଦେଶବ୍ୟାପୀ ନିଜ ପରିବାରଜନଙ୍କୁ ଏହି ଶୁଭ ଅବସରରେ ହାର୍ଦ୍ଦିକ ଶୁଭକାମନା ।’
SR
(रिलीज़ आईडी: 1977050)
आगंतुक पटल : 96
इस विज्ञप्ति को इन भाषाओं में पढ़ें:
Kannada
,
Assamese
,
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Malayalam