ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଝାଡ଼ଖଣ୍ଡର ରାଞ୍ଚିରେ ଭଗବାନ ବିର୍ସା ମୁଣ୍ଡା ସ୍ମାରକୀ ପାର୍କ କମ୍ ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ
Posted On:
15 NOV 2023 2:55PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଝାଡ଼ଖଣ୍ଡର ରାଞ୍ଚିସ୍ଥିତ ଭଗବାନ ବିର୍ସା ମୁଣ୍ଡା ସ୍ମାରକୀ ପାର୍କ କମ୍ ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟ ପରିଦର୍ଶନ କରିଛନ୍ତି । ଭଗବାନ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ଶ୍ରୀ ମୋଦୀ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:
‘ରାଞ୍ଚିରେ ଭଗବାନ ବିର୍ସା ମୁଣ୍ଡା ସଂଗ୍ରହାଳୟ ଯାଇ ପୁଷ୍ପାଞ୍ଜଳି ଅର୍ପଣ କଲି’ ।
SR
(Release ID: 1977110)
Read this release in:
English
,
Urdu
,
Marathi
,
Hindi
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam