ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

प्रविष्टि तिथि: 19 NOV 2023 11:14AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

 

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

 

‘ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ।’

 

SR


(रिलीज़ आईडी: 1978088) आगंतुक पटल : 122
इस विज्ञप्ति को इन भाषाओं में पढ़ें: Gujarati , English , Urdu , हिन्दी , Marathi , Bengali , Assamese , Manipuri , Punjabi , Tamil , Telugu , Kannada , Malayalam