ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଦୂରଦୃଷ୍ଟି ସମ୍ପନ୍ନ ଚକ୍ଷୁ ବିଶେଷଜ୍ଞ ତଥା ଶଙ୍କର ନେତ୍ରାଳୟର ପ୍ରତିଷ୍ଠାତା ଡକ୍ଟର ଏସ୍ ଏସ୍ ବଦ୍ରିନାଥଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ
ପୋଷ୍ଟ କରାଯିବା ଦିନାଙ୍କ:
21 NOV 2023 1:23PM by PIB Bhubaneswar
ଦୂରଦୃଷ୍ଟି ସମ୍ପନ୍ନ ଚକ୍ଷୁ ବିଶେଷଜ୍ଞ ତଥା ଶଙ୍କର ନେତ୍ରାଳୟର ପ୍ରତିଷ୍ଠାତା ଡକ୍ଟର ଏସ୍ ଏସ୍ ବଦ୍ରିନାଥଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
‘ଦୂରଦୃଷ୍ଟିସମ୍ପନ୍ନ, ଚକ୍ଷୁ ଚିକିତ୍ସା ବିଶେଷଜ୍ଞ ତଥା ଶଙ୍କର ନେତ୍ରାଳୟର ପ୍ରତିଷ୍ଠାତା ଡକ୍ଟର ଏସ୍ ଏସ୍ ବଦ୍ରିନାଥଙ୍କ ଦେହାନ୍ତରେ ଗଭୀର ଦୁଃଖିତ । ଚକ୍ଷୁ ଯତ୍ନ ପାଇଁ ତାଙ୍କ ଅବଦାନ ଏବଂ ସମାଜ ପ୍ରତି ତାଙ୍କ ନିରନ୍ତର ସେବା ଏକ ଅଭୁଲା ସ୍ମୃତି ଛାଡ଼ିଛି । ତାଙ୍କ କାର୍ଯ୍ୟ ପିଢ଼ି ପରେ ପିଢ଼ିକୁ ପ୍ରେରଣା ଯୋଗାଇବ । ତାଙ୍କ ପରିବାର ଏବଂ ପ୍ରିୟଜନଙ୍କୁ ସମବେଦନା । ଓମ୍ ଶାନ୍ତି ।’
SR
(ରିଲିଜ ଆଡି: 1978531)
ପରିଦର୍ଶକ କାଉଣ୍ଟର : 148
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam