ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଉତ୍ତରପ୍ରଦେଶର ମଥୁରାସ୍ଥିତ ଶ୍ରୀକୃଷ୍ଣ ଜନ୍ମଭୂମି ମନ୍ଦିର ଦର୍ଶନ ଓ ପୂଜା କଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
23 NOV 2023 7:52PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ମଥୁରାସ୍ଥିତ ଶ୍ରୀକୃଷ୍ଣ ଜନ୍ମଭୂମି ମନ୍ଦିର ଦର୍ଶନ ଓ ପୂଜା କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
‘ମଥୁରାରେ ଶ୍ରୀକୃଷ୍ଣ ଜନ୍ମଭୂମି ମନ୍ଦିରରେ ଦିବ୍ୟ ପୂଜନର ସୌଭାଗ୍ୟ ମିଳିଲା । ବ୍ରଜର ପ୍ରତି କୋଣରେ ଥିବା ଗିରିଧର ଗୋପାଳଙ୍କ ମନୋହର ଦର୍ଶନ ଭାବବିଭୋର କଲା । ମୁଁ ତାଙ୍କ ନିକଟରେ ଦେଶର ମୋର ସମସ୍ତ ପରିବାରଜନଙ୍କ ସୁଖ-ସମୃଦ୍ଧି ଓ କଲ୍ୟାଣ କାମନା କରିଛି ।’
ପ୍ରଧାନମନ୍ତ୍ରୀଙ୍କ ସହ ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦୀବେନ୍ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ଉପସ୍ଥିତ ଥିଲେ ।
SR
(रिलीज़ आईडी: 1979306)
आगंतुक पटल : 107
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam