ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଶ୍ରୀ ଗୁରୁ ନାନକ ଦେବ ଜୀଙ୍କ ପ୍ରକାଶ ପର୍ବ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

Posted On: 27 NOV 2023 9:53AM by PIB Bhubaneshwar

ଶ୍ରୀ ଗୁରୁ ନାନକ ଦେବ ଜୀଙ୍କ ପ୍ରକାଶ ପର୍ବ ଶୁଭ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶକୁ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ, ଅନ୍ୟମାନଙ୍କ ସେବା ଏବଂ ଭାଇଚାରା ବଢ଼ାଇବା ଲାଗି ଶ୍ରୀ ଗୁରୁ ନାନକ ଦେବ ଜୀଙ୍କ ଅବଦାନ ଦୁନିଆରେ ଲକ୍ଷ ଲକ୍ଷ ଲୋକଙ୍କୁ ଶକ୍ତି ଦେଇଥାଏ ।

 

ପ୍ରଧାନମନ୍ତ୍ରୀ ଗତକାଲିର ମନ୍ କୀ ବାତ୍‌ର ଏକ ଭିଡିଓ ମଧ୍ୟ ସେୟାର କରିଛନ୍ତି ଯେଉଁଥିରେ ସେ ଶ୍ରୀ ଗୁରୁ ନାନକ ଦେବ ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ ।

 

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

 

‘ଶ୍ରୀ ଗୁରୁ ନାନକ ଦେବ ଜୀଙ୍କ ପ୍ରକାଶ ପର୍ବର ଶୁଭ ଅବସରରେ ଶୁଭକାମନା । ଅନ୍ୟମାନଙ୍କ ସେବା ଏବଂ ଭାଇଚାରା ବଢ଼ାଇବା ଲାଗି ଶ୍ରୀ ଗୁରୁ ନାନକ ଦେବ ଜୀଙ୍କ ଗୁରୁତ୍ୱ ଦୁନିଆରେ ଲକ୍ଷ ଲକ୍ଷ ଲୋକଙ୍କୁ ଶକ୍ତି ଦେଇଥାଏ । କାଲି ମନ୍ କୀ ବାତ୍ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲି ।’

  SR



(Release ID: 1980185) Visitor Counter : 56