ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବିଏସ୍‌ଏଫ୍ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

प्रविष्टि तिथि: 01 DEC 2023 10:16AM by PIB Bhubaneshwar

ବିଏସ୍‌ଏଫ୍ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁୁଭେଚ୍ଛା ଜଣାଇଛନ୍ତି ।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

‘ବିଏସ୍‌ଏଫ୍ ପ୍ରତିଷ୍ଠା ଦିବସରେ ଆମେ ଏହି ଉତ୍କୃଷ୍ଟ ବଳର ପ୍ରଶଂସା କରୁଛୁ, ଯିଏ କି ଆମ ସୀମା ରକ୍ଷକ ଭାବେ ପରିଚୟ ସୃଷ୍ଟି କରିଛି । ଆମ ଦେଶର ରକ୍ଷାରେ ସେମାନଙ୍କ ବୀରତା ଏବଂ ଅତୁଟ ଭାବନା ସେମାନଙ୍କ ସମର୍ପଣର ପ୍ରମାଣ । ପ୍ରାକୃତିକ ବିପର୍ଯ୍ୟୟବେଳେ ଉଦ୍ଧାର ଏବଂ ରିଲିଫ୍ କାମରେ ବିଏସ୍‌ଏଫ୍‌ର ଭୂମିକାକୁ ମୁଁ ପ୍ରଶଂସା କରୁଛି ।’

 

  SR


(रिलीज़ आईडी: 1981547) आगंतुक पटल : 129
इस विज्ञप्ति को इन भाषाओं में पढ़ें: Kannada , Assamese , English , Urdu , हिन्दी , Marathi , Manipuri , Bengali-TR , Bengali , Punjabi , Gujarati , Tamil , Telugu , Malayalam