ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

प्रविष्टि तिथि: 01 DEC 2023 9:32PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁବାଇରେ ୨୦୨୩ ଡିସେମ୍ବର ୧ରେ କପ୍ ୨୮ ସମ୍ମିଳନୀରେ ଯୋଗ ଦେବା ଅବସରରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ୍‌ଙ୍କ ସହ ବୈଠକ କରିଛନ୍ତି ।

 

ଦୁଇ ନେତା ଜଳବାୟୁ ଲାଗି ପଦକ୍ଷେପ, ଜଳବାୟୁ ଆର୍ଥିକ ସହାୟତା, କ୍ରୀଡ଼ା, ଶକ୍ତି, ପ୍ରତିରକ୍ଷା ଏବଂ ନାଗରିକ ସହଯୋଗ ସମେତ ଅନେକ ପ୍ରସଙ୍ଗରେ ଆଲୋଚନା କରିଥିଲେ ।

 

  SR


(रिलीज़ आईडी: 1982259) आगंतुक पटल : 96
इस विज्ञप्ति को इन भाषाओं में पढ़ें: Bengali , Kannada , English , Urdu , Marathi , हिन्दी , Manipuri , Assamese , Punjabi , Gujarati , Tamil , Telugu , Malayalam