ପୋଷ୍ଟ କରାଯିବା ଦିନାଙ୍କ:
02 DEC 2023 7:31PM by PIB Bhubaneswar
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ ପୁଷ୍କର ସିଂ ଧାମି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:
‘ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ ପୁଷ୍କର ସିଂ ଧାମି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।’
SR