ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମହାରାଷ୍ଟ୍ରର ସିନ୍ଧୁଦୁର୍ଗ ରାଜକୋଟ ଦୁର୍ଗରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତି ଅନାବରଣ କଲେ ପ୍ରଧାନମନ୍ତ୍ରୀ

Posted On: 04 DEC 2023 8:00PM by PIB Bhubaneshwar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ସିନ୍ଧୁଦୁର୍ଗ ରାଜକୋଟ ଦୁର୍ଗରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତି ଅନାବରଣ କରିଛନ୍ତି । ଶ୍ରୀ ମୋଦୀ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଫଟୋ ଗ୍ୟାଲେରି ବୁଲି ଦେଖିଥିଲେ ।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

‘ଆଜି ସନ୍ଧ୍ୟାରେ ରାଜକୋଟ ଦୁର୍ଗରେ ଛତ୍ରପତି ଶିବାଜୀଙ୍କ ଏକ ବିଶାଳ ପ୍ରତିମୂର୍ତ୍ତି ଉନ୍ମୋଚନ କରାଯାଇଛି ।’

 

  SR


(Release ID: 1982581) Visitor Counter : 96