ପ୍ରତିରକ୍ଷା ମନ୍ତ୍ରଣାଳୟ

ସ୍ୱଳ୍ପ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳ

Posted On: 07 DEC 2023 7:32PM by PIB Bhubaneshwar

ଓଡ଼ିଶା ଉପକୂଳ ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଆଜି, ୦୭ ଡିସେମ୍ବର, ୨୦୨୩ରେ ସ୍ୱଳ୍ପ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳ ହୋଇଛି । ଅଗ୍ନି-୧ ହେଉଛି ଏକ ପ୍ରମାଣିତ ଅତ୍ୟନ୍ତ ନିର୍ଦ୍ଦିଷ୍ଟ କ୍ଷେପଣାସ୍ତ୍ର ପ୍ରଣାଳୀ। ରଣନୀତିକ ବାହିନୀ କମାଣ୍ଡ ଅଧୀନରେ ବ୍ୟବହାରକାରୀ ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳତାର ସହିତ ସମସ୍ତ ପରିଚାଳନାଗତ ଏବଂ ବୈଷୟିକ ମାପଦଣ୍ଡକୁ ପ୍ରମାଣିତ କରିଥିଲା।

 

******

P.S.



(Release ID: 1983786) Visitor Counter : 87