ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀ ଶ୍ରୀ ପୁ ଲାଲଦୁହୋମାଙ୍କୁ ମିଜୋରାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଅଭିନନ୍ଦନ ଜଣାଇଛନ୍ତି
ପୋଷ୍ଟ କରାଯିବା ଦିନାଙ୍କ:
08 DEC 2023 5:00PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ପୁ ଲାଲଦୁହୋମାଙ୍କୁ ମିଜୋରାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଅଭିନନ୍ଦନ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି :
ମିଜୋରାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବାରୁ ପୁ ଲାଲଦୁହୋମାଙ୍କୁ ଅଭିନନ୍ଦନ । ମିଜୋରାମର ଚମତ୍କାର ଲୋକ ମାନଙ୍କର ଆକାଂକ୍ଷାକୁ ପୂରଣ କରିବା ପାଇଁ କେନ୍ଦ୍ର ନୂଆ ସରକାରଙ୍କ ସହ ମିଶି କାମ କରିବ ।
***
SSP
(ରିଲିଜ ଆଡି: 1984298)
ପରିଦର୍ଶକ କାଉଣ୍ଟର : 105
ଏହି ରିଲିଜ ପଢନ୍ତୁ :
Kannada
,
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Malayalam