ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ବାବାସାହେବ ଡକ୍ଟର ବି. ଆର୍. ଆମ୍ବେଦକରଙ୍କୁ ପୁଷ୍ପମାଲ୍ୟ ଅର୍ପଣ କଲେ ପ୍ରଧାନମନ୍ତ୍ରୀ
Posted On:
06 DEC 2023 12:35PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସଂସଦ ଭବନରେ ବାବାସାହେବ ଡକ୍ଟର ବି. ଆର୍. ଆମ୍ବେଦକରଙ୍କୁ ମହାପରିନିର୍ବାଣ ଦିବସ ଅବସରରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ।
ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ;
ମହାପରିନିର୍ବାଣ ଦିବସରେ ଡ. ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।
***
SSP
(Release ID: 1984300)
Read this release in:
English
,
Urdu
,
Marathi
,
Hindi
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam